ମୟୂରଭଞ୍ଜ ଜିଲ୍ଲାରେ ଖଣିଜ ଦ୍ରବ୍ୟ ଉତ୍ତୋଳନ ଉପରେ ରୋକ ଲଗାଇଲେ ଜାତୀୟ ଗ୍ରୀନ ଟ୍ରୀବ୍ୟୁନାଲ (NGT)

ମୟୂରଭଞ୍ଜ ଜିଲ୍ଲାର ବେତନଟୀ ତହସିଲ ଅନ୍ତର୍ଗତ ବୁଢାବଳଙ୍ଗ ବାଲିଶଯ୍ୟା-୧ର ଉତ୍ସକୁ ୫ବର୍ଷ ଲିଜ୍ ଦେବାପାଇଁ ପ୍ରକାଶିତ ୨୦ଜୁନ ୨୦୨୪ ର ବିଜ୍ଞପ୍ତିକୁ ବିରୋଧ କରି ପରିବେଶବିତ ବିବେକାନନ୍ଦ ପଟନାୟକଙ୍କ ଜାତୀୟ ଗ୍ରୀନ ଟ୍ରୀବ୍ୟୁନାଲ (ଏନଜିଟି) ରେ ମାମଲା ଦାୟର କରିଥିଲେ। ମାମଲାର ବିବରଣୀରୁ ପ୍ରକାଶ ଯେ ୪.୯୮ହେକ୍ଟର ଅଞ୍ଚଳ ବିଶିଷ୍ଟ ବୁଢାବଳଙ୍ଗ ବାଲିଶଯ୍ୟା-୧ ବେତନଟୀ ତହସିଲ ଅନ୍ତର୍ଗତ ବେଲାଣପୁରା, ମଧୁଦଣ୍ଡା ଓ ଡେଁଫୌଦା ବାଲି ସୌରାତ କୁ ୫ବର୍ଷ ପାଇଁ ନିଲାମ ଲାଗି ୨୦୨୪ ଜୁନ୨୦ରେ ବିଜ୍ଞପ୍ତି…

Read More